Luke 4:23 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ମୁଁ ଜାଣିଛି ଯେ, ତୁମ୍ଭମାନେେ ମାେତେ ସହେି ପୁରୁଣା ଉକ୍ତିଟି କହିବ, 'ଆ ରେ ବଇଦ, ଆଗ ନିଜକୁ ଭଲ କର।' ତୁମ୍ଭେ କହିବିକୁ ଚାହୁଁଛ, କଫର୍ନାହୂମ ରେ ତୁମ୍ଭେ ଯାହା ସବୁ କରୁଛ ବୋଲି ଆମ୍ଭମାନେେ ଶୁଣିଛୁ, ସହେିସବୁ ଏବେ ନିଜ ପୈତୃକ ନଗର ରେ ମଧ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ହେ ବୈଦ୍ୟ, ଆପେ ଆପଣାକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପୈତୃକ ନଗରରେ ମଧ୍ୟ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସେମାନଙ୍କୁ କହିଲେ, “ମୁଁ ନିଶ୍ଚୟ ଜାଣେ ଯେ ତୁମ୍ଭେମାନେ ମୋ’ ପ୍ରତି ଏହି ଉକ୍ତିଟି ପ୍ରୟୋଗ କରି କହିବ, ‘ହେ ଚିକିତ୍ସକ, ନିଜକୁ ସୁସ୍ଥ କର।’ କପର୍ନାହୁମରେ ଯାହା ସବୁ କରାଯାଇଛି ବୋଲି ତୁମ୍ଭେମାନେ ଶୁଣିଛ, ସେସବୁ ମୋର ଜନ୍ମ ସ୍ଥାନରେ କରିବା ପାଇଁ ତୁମ୍ଭେମାନେ ମୋତେ କହିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ମୁଁ ଜାଣିଛି ଯେ, ତୁମ୍ଭେମାନେ ମୋତେ ସେହି ପୁରୁଣା ଉକ୍ତିଟି କହିବ, ‘ଆରେ ବଇଦ, ଆଗ ନିଜକୁ ଭଲ କର।’ ତୁମ୍ଭେ କହିବିକୁ ଗ୍ଭହୁଁଛ, କଫର୍ନାହୂମରେ ତୁମ୍ଭେ ଯାହାସବୁ କରୁଛ ବୋଲି ଆମ୍ଭେମାନେ ଶୁଣିଛୁ, ସେହିସବୁ ଏବେ ନିଜ ପୈତୃକ ନଗରରେ ମଧ୍ୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ହେ ଚିକିତ୍ସକ, ନିଜେ ନିଜକୁ ସୁସ୍ଥ କର; କର୍ଫନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହି ସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ತೆಂಕಾ “ವಗ್ದುಳ್ಯಾ, ಅದ್ದಿ ತುಕಾಚ್ ತಿಯಾ, ಆರಾಮ್ ಕರುನ್ಗೆ ” ಮನ್ತಲೆ ಶಾಸ್ತರ್ ಮಾಕಾ ತುಮಿ ಸಾಂಗ್ತ್ಯಾಶಿ, ಮನುನ್ ಮಾಕಾ ಗೊತ್ತ್ ಹೊತ್ತೆ; ಅನಿ ಕಪರ್‍ನವ್ ಮನ್ತಲ್ಯಾ ಗಾಂವಾತ್ ಕರಲ್ಲಿ ಕಾಮ್ ಹಿತ್ತೆ, ತುಜ್ಯಾ ಸ್ವಂತ್ ಗಾಂವಾತ್‍ಬಿ ಕರುನ್ ದಾಕ್ವು, ಮನುನ್ ತುಮಿ ಮಾಕಾ ಸಾಂಗ್ತ್ಯಾಶಿ.