Luke 4:24 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ସମାନଙ୍କେୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି ଯେ, କୌଣସି ଭବିଷ୍ଯଦ୍ବକ୍ତାକୁ ନିଜ ନଗର ରେ ଗ୍ରହଣ କରାଯାଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପୈତୃକ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପୁନର୍ବାର କହିଲେ, “ମୁଁ କହୁଛି, ଭାବବାଦୀ ନିଜ ବାସସ୍ଥାନରେ ଆଦୃତ ହୁଏ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, କୌଣସି ଭବିଷ୍ୟଦ୍ବକ୍ତାକୁ ନିଜ ନଗରରେ ଗ୍ରହଣ କରାଯାଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ಜೆಜುನ್ ತೆಂಕಾ “ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ ಪ್ರವಾದ್ಯಾಕ್ ಅಪ್ನಾಚ್ಯಾ ಸ್ವಂತ್ ಗಾಂವಾತ್ ಕನ್ನಾಬಿ ಮರ್ಯಾದ್ ಗಾವಿನಾ” ಮನುನ್ ಸಾಂಗ್ಲ್ಯಾನ್.