Luke 4:25 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଏଲିୟଙ୍କ ସମୟରେ ଇସ୍ରାଯଲେ ରେ ଯେତବେେଳେ ତିନି ବର୍ଷ ଛଅ ମାସ ପର୍ୟ୍ଯନ୍ତ ବର୍ଷା ହେଲା ନାହିଁ ଓ ସାରା ଦେଶ ରେ ଭୀଷଣ ଦୁର୍ଭିକ୍ଷ ପଡିଲା, ସେତବେେଳେ ଇଶ୍ରାୟେଲ ରେ ବହୁ ସଂଖ୍ଯା ରେ ବିଧବା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ରୁଦ୍ଧ ହେବାରୁ ସମସ୍ତ ଦେଶରେ ମହା ଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
“ମୋ’ କଥା ଶୁଣ: ଏଲିୟଙ୍କ ସମୟରେ ସମଗ୍ର ଦେଶରେ ସାଢ଼େ ଦିନି ବର୍ଷ ପର୍ଯ୍ୟନ୍ତ ଅନାବୃଷ୍ଟି ଓ ଦୁର୍ଭିକ୍ଷ ହୋଇଥିବା ସମୟରେ ଇଶ୍ରାୟେଲ ଦେଶରେ ଅନେକ ବିଧବା ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏଲିୟଙ୍କ ସମୟରେ ଇସ୍ରାଏଲରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ବର୍ଷା ହେଲା ନାହିଁ ଓ ସାରା ଦେଶରେ ଭୀଷଣ ଦୁର୍ଭିକ୍ଷ ପଡ଼ିଲା, ସେତେବେଳେ ଇସ୍ରାଏଲରେ ବହୁ ସଂଖ୍ୟାରେ ବିଧବା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ ಎಲಿಯಾ ಪ್ರವಾದ್ಯಾಚ್ಯಾ ಎಳಾರ್ ಇಸ್ರಾಯೆಲಾತ್ ಲೈ ಘವ್ ನಸಲ್ಲ್ಯಾ ಬಾಯ್ಕಾಮನ್ಸಾ ಹೊತ್ತ್ಯಾ, ಸಾಡೆ ತಿನ್ ವರ್ಸಾ ಪಾವ್ಸ್ ನಸ್ತಾನಾ ಸಗ್ಳ್ಯಾ ದೆಶಾತ್ ಬರಗಾಲ್ ಪಡಲ್ಲೊ.