Luke 4:26 — Compare Translations
7 translations compared side by side
Odia - 1840
"କିନ୍ତୁ ଏଲିୟଙ୍କୁ ସମାନଙ୍କେ ମଧ୍ଯରୁ କୌଣସି ବିଧବାଙ୍କ ପାଖକୁ ପଠାଗଲା ନାହିଁ। ଏଲିୟଙ୍କୁ କବଳେ ସୀଦୋନ ଅଞ୍ଚଳର ସାରିଫତ ରେ ରହୁଥିବା ଜଣେ ବିଧବା ପାଖକୁ ପଠାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପ୍ରେରିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏଲିୟ କେବଳ ସିଦୋନ ଅଞ୍ଚଳର ସାରିଫତରେ ବାସ କରୁଥିବା ଗୋଟିଏ ବିଧବା ନିକଟକୁ ପ୍ରେରିତ ହୋଇଥିଲେ, ଅନ୍ୟ କାହା ନିକଟକୁ ସେ ଯାଇ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏଲିୟଙ୍କୁ ସେମାନଙ୍କ ମଧ୍ୟରୁ କୌଣସି ବିଧବାଙ୍କ ପାଖକୁ ପଠାଗଲା ନାହିଁ। ଏଲିୟଙ୍କୁ କେବଳ ସୀଦୋନ ଅଞ୍ଚଳର ସାରିଫତରେ ରହୁଥିବା ଜଣେ ବିଧବା ପାଖକୁ ପଠାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପଠା ନ ଯାଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ “ಎಲಿಯಾಕ್ ಇಸ್ರಾಯೆಲಾತ್ಲ್ಯಾ ಕೊನಾಕ್ಡೆಬಿ ಧಾಡುನ್ ಹೊವ್ಕ್ ನಾ, ಖರೆ ಜರಾಫಾತ್ ನಾವಾಚ್ಯಾ ಮನುನ್ ಸಿದೊನ್ ಮನ್ತಲ್ಯಾ ಜಾಗ್ಯಾರ್ ಹೊತ್ತ್ಯಾ ಘವ್ ನಸಲ್ಲ್ಯಾ ಬಾಯ್ಕೊಮನ್ಸಿಕ್ಡೆ ಧಾಡುನ್ ಹೊಲೆ”.