Luke 4:3 — Compare Translations

7 translations compared side by side

Odia - 1840
"ଶୟତାନ ଯୀଶୁଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ସନ୍ତାନ ତବେେ ଏହି ପଥରଟିକୁ କୁହ, ସେ ରୋଟୀ ହାଇଯୋଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏହି ପଥରକୁ ରୋଟୀ ହେବା ପାଇଁ ଆଜ୍ଞା ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୟତାନ ତାଙ୍କୁ କହିଲା, “ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକୁ ଆଦେଶ ଦେଇ ରୋଟିରେ ପରିଣତ କର।”
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନ ଯୀଶୁଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ସନ୍ତାନ ତେବେ ଏହି ପଥରଟିକୁ କୁହ, ସେ ରୋଟୀ ହୋଇଯାଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಗಿರೊ ಜೆಜುಕ್ “ತಿಯಾ ದೆವಾಚೊ ಲೆಕ್ ಹೊಯ್ ಹೊಲ್ಯಾರ್ ಹ್ಯಾ ಗುಂಡ್ಯಾಕ್ನಿ ಭಾಕ್ರಿಯಾ ಹೊವ್ಕ್ ಹುಕುಮ್ ದಿ” ಮಟ್ಲ್ಯಾನ್.