Luke 4:31 — Compare Translations
7 translations compared side by side
Odia - 1840
"ଯୀଶୁ ଗାଲିଲୀର କଫର୍ନାହୂମ ନାମକ ନଗରକୁ ଆସିଲେ। ସେ ବିଶ୍ରାମବାର ରେ ଲୋକମାନଙ୍କୁ ଉପଦେଶ ଦବୋକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ଗାଲିଲୀର କପର୍ନାହୂମ ନାମକ ଏକ ସହରକୁ ଯାଇ ବିଶ୍ରାମବାର ଦିନ ସେଠାରେ ଶିକ୍ଷା ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଦୁଷ୍ଟାତ୍ମା କବଳରୁ ଜଣକୁ ସୁସ୍ଥ କଲେ ଯୀଶୁ ଗାଲିଲୀର କଫର୍ନାହୂମ ନାମକ ନଗରକୁ ଆସିଲେ। ସେ ବିଶ୍ରାମବାରରେ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಗಾಲಿಲಿಯಾ ಪ್ರಾಂತ್ಯಾಚ್ಯಾ ಕಪರ್ನವ್ ಮನ್ತಲ್ಯಾ ಗಾಂವಾಕ್ ಗೆಲೊ. ಅನಿ ಸಬ್ಬತಾಚ್ಯಾ ದಿಸಿ ಲೊಕಾಕ್ನಿ ಶಿಕ್ವುಕ್ ಲಾಗ್ಲೊ.