Luke 4:33 — Compare Translations

7 translations compared side by side

Odia - 1840
"ସହେି ସମାଜଗୃହ ରେ ଥିବା ଜଣେ ଲୋକ ଦହେ ରେ ଦୁଷ୍ଟାତ୍ମା ଆସି ରହିଥଲା। ସେ ବଡପାଟି ରେ ଚିତ୍କାର କରି କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚ ସ୍ଵରରେ ଚିତ୍କାର କଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଉପାସନା ଗୃହରେ ଜଣେ ଭୂତାବିଷ୍ଟ ଲୋକ ଥିଲା। ସେ ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମାଜଗୃହରେ ଥିବା ଜଣେ ଲୋକ ଦେହରେ ଦୁଷ୍ଟାତ୍ମା ଆସି ରହିଥିଲା। ସେ ବଡ଼ପାଟିରେ ଚିତ୍କାର କରି କହିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚସ୍ୱରରେ ଚିତ୍କାର କଲା,
Odia IRV 2017 (ଓଡିଆ ବାଇବେଲ)
ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତଗ୍ରସ୍ତ ଲୋକ ଥିଲା; ସେ ଉଚ୍ଚ ସ୍ୱରରେ ଚିତ୍କାର କଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಸಿನಾಗೊಗಾತ್ ಗಿರೊಲಾಗಲ್ಲೊ ಎಕ್ ಮಾನುಸ್ ಹೊತ್ತೊ. ತೆನಿ ಜೊರಾನಿ ಕಿಂಚುನ್ಗೆತ್.