Luke 4:34 — Compare Translations

7 translations compared side by side

Odia - 1840
" ହେ ନାଜରିତର ଯୀଶୁ! ତୁମ୍ଭେ ଆମ୍ଭମାନଙ୍କଠାରୁ କ'ଣ ଚାହୁଁଛ? ତୁମ୍ଭେ କ'ଣ ଆମ୍ଭମାନଙ୍କୁ ଧ୍ବଂସ କରିଦବୋକୁ ଆସିଛ? ମୁଁ ଜାଣିଛି ତୁମ୍ଭେ କିଏ ତୁମ୍ଭେ ପରମେଶ୍ବରଙ୍କ ସହେି ପବିତ୍ର ବ୍ଯକ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ହେ ନାଜରିତର ଯୀଶୁ, ଆମଠ।।ରୁ ତୁମେ କ’ଣ ଚାହଁ? ତୁମେ କ’ଣ ଆମର ବିନା ସାଧନ କରିବା ପାଇଁ ଆସିଛ? ମୁଁ ଜାଣେ, ତୁମେ କିଏ: ତୁମେ ଈଶ୍ୱରଙ୍କର ପବିତ୍ର ଦୂତ।”
Odia Bible ERV 2004 (ପବିତ୍ର ବାଇବଲ)
“ହେ ନାଜରିତର ଯୀଶୁ! ତୁମ୍ଭେ ଆମ୍ଭମାନଙ୍କଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭମାନଙ୍କୁ ଧ୍ୱଂସ କରିଦେବାକୁ ଆସିଛ? ମୁଁ ଜାଣିଛି ତୁମ୍ଭେ କିଏ ତୁମ୍ଭେ ପରମେଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କର ସେହି ପବିତ୍ର ବ୍ୟକ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ನಜರೆತಾಚ್ಯಾ ಜೆಜು ಅಮ್ಚ್ಯಾಕ್ನಾ ತುಕಾ ಕಾಯ್ ಪಾಜೆ? ಅಮ್ಕಾ ನಾಸ್ ಕರುಕ್ ಮನುನ್ ಎಲೆ ಕಾಯ್? ತಿಯಾ ಕೊನ್ ಮನುನ್ ಮಾಕಾ ಗೊತ್ತ್ ಹಾಯ್, ತಿಯಾ ದೆವಾನ್ ಧಾಡಲ್ಲೊ ಪವಿತ್ರ್” ಮಟ್ಲ್ಯಾನ್.