Luke 4:35 — Compare Translations

7 translations compared side by side

Odia - 1840
"ଯୀଶୁ ତାହାକୁ ଧମକ ଦଇେ କହିଲେ, ଚୁପ୍ କର ଏହି ଲୋକର ଦହରେୁ ବାହାରିଯା। ଏହାପରେ ଦୁଷ୍ଟାତ୍ମା ସହେି ଲୋକଟିକୁ ସମସ୍ତଙ୍କ ସାମନା ରେ ତଳେ ପକାଇ ଦଲୋ ଓ ତାହାର କୌଣସି କ୍ଷତି ନକରି ତା' ଦହରେୁ ବାହାରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଭୂତକୁ ଧମକ ଦେଇ କହିଲେ, “ଚୁପ୍କର୍, ଏହି ଲୋକଠାରୁ ବାହାରି ଆ!” ଭୂତ ଲୋକଟିକୁ ସେମାନଙ୍କ ଆଗରେ ତଳେ କଚାଡ଼ି ଦେଲା ଓ କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର ଏହି ଲୋକର ଦେହରୁ ବାହାରିଯା”। ଏହା ପରେ ଦୁଷ୍ଟାତ୍ମା ସେହି ଲୋକଟିକୁ ସମସ୍ତଙ୍କ ସାମନାରେ ତଳେ ପକାଇ ଦେଲା ଓ ତାହାର କୌଣସି କ୍ଷତି ନ କରି ତା’ ଦେହରୁ ବାହାରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାକୁ ଧମକ ଦେଇ କହିଲେ “ଚୁପ୍ କର୍, ଏହାଠାରୁ ବାହାରିଯା।” ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହାକୁ ଧମକ ଦେଇ କହିଲେ ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಗಪ್-ರ್‍ಹಾಮ್ ಅನಿ‍ ತ್ಯಾ ಮಾನ್ಸಾತ್ನಾ ಭಾಯ್ರ್ ಯೆ” ಮನುನ್ ತಾಕಿತ್ ದಿಲ್ಯಾನ್. ತನ್ನಾ ಗಿರ್‍ಯಾನ್ ತ್ಯಾ ಮಾನ್ಸಾಕ್ ತೆಂಚ್ಯಾ ಇದ್ರಾಕ್ ಪಾಡ್ವುಲ್ಯಾನ್ ಅನಿ ತೆಕಾ ಕಾಯ್ಬಿ ವಾಯ್ಟ್ ಕರಿನಸ್ತಾನಾ ತೊ ತೆಚ್ಯಾ ಭುತ್ತುರ್‍ನಾ ಬಾಯ್ರ್ ಗೆಲೊ.