Luke 4:36 — Compare Translations

7 translations compared side by side

Odia - 1840
"ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କୁହାକୁହି ହେଲେ, ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସମସ୍ତେ ବିସ୍ମୟାନ୍ଵିତ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରି ଯାଆନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପରକୁ କହିଲେ, “ଏସବୁ କି ପ୍ରକାର କଥା? କ୍ଷମତା ଓ ଶକ୍ତି ବଳରେ ଏହି ଲୋକଟି ପ୍ରେତାତ୍ମାମାନଙ୍କୁ ଧମକ ଦେଉଛି ଓ ସେମାନେ ବାହାରି ଯାଉଛନ୍ତି!”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କୁହାକୁହି ହେଲେ, “ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾ ಹೆ ಬಗುನ್ ಅಜಾಪ್ ಹೊಲಿ, ಅನಿ ಎಕಾಮಕಾತ್ನಿ “ಹ್ಯಾ ಕಸ್ಲ್ಯಾ ಗೊಸ್ಟಿಯಾ ಅಸ್ತಿಲ್? ಅದಿಕಾರ್‍ಯಾನ್ ಅನಿ ಬಳಾನ್, ಹ್ಯೊ ಮಾನುಸ್ ಗಿರ್‍ಯಾಕ್ನಿ ತಾಕಿತ್ ದಿತಾ, ಅನಿ ತಿ ಗಿರೆ ತೆಚೆ ಆಯ್ಕುನ್ ಭಾಯ್ರ್ ಜಾತ್ಯಾತ್.