Luke 4:37 — Compare Translations

7 translations compared side by side

Odia - 1840
"ସହେି ଅଞ୍ଚଳର ସବୁ ସ୍ଥାନ ରେ ଯୀଶୁଙ୍କ ବିଷୟ ରେ ଏହି ଖବର ବ୍ଯାପିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ତାହାଙ୍କ ସମ୍ଵନ୍ଧୀୟ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସର୍ବତ୍ର ବ୍ୟାପିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଅଞ୍ଚଳରେ ଯୀଶୁଙ୍କ ସମ୍ପର୍କରେ ଏହି ସମ୍ବାଦ ଚାରିଆଡ଼େ ବ୍ୟାପିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅଞ୍ଚଳର ସବୁ ସ୍ଥାନରେ ଯୀଶୁଙ୍କ ବିଷୟରେ ଏହି ଖବର ବ୍ୟାପିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚಿ ಖಬರ್ ಸಗ್ಳ್ಯಾ ಪ್ರಾಂತ್ಯಾತ್ ಸಗ್ಳ್ಯಾಕ್ಡೆ ಫರ್ಗಟ್ಲಿ”.