Luke 4:38 — Compare Translations

7 translations compared side by side

Odia - 1840
"ଯୀଶୁ ସମାଜଗୃହ ଛାଡି ଶିମାନଙ୍କେ ଘରକୁ ଗଲେ। ଶିମାନଙ୍କେ ଶାଶୁଙ୍କୁ ଭୟଙ୍କର ଜ୍ବର ହାଇେଥିଲା। ସମାନେେ ଯୀଶୁଙ୍କୁ, ତାହାଙ୍କୁ ସାହାୟ୍ଯ କରିବା ପାଇଁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ । ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ଵର ହୋଇଥିଲା, ଆଉ ସେମାନେ ତାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉପାସନା ଗୃହରୁ ବାହାରି ଶିମୋନଙ୍କ ଗୃହକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ବହୁତ ଜ୍ୱର ହୋଇଥିଲା ଓ ସେମାନେ ତାଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପିତରଙ୍କ ଶାଶୁକୁ ସୁସ୍ଥ କଲେ ଯୀଶୁ ସମାଜଗୃହ ଛାଡ଼ି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା। ସେମାନେ ଯୀଶୁଙ୍କୁ, ତାହାଙ୍କୁ ସାହାଯ୍ୟ କରିବା ପାଇଁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ । ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಸಿನಾಗೊಗ್ ಸೊಡುನ್ ಸಿಮಾವಾಚ್ಯಾ ಘರಾಕ್ ಗೆಲೊ ಸಿಮಾವಾಚಿ ಮಾಮಿ ತಾಪಾನ್ ಆರಾಮ್ ನಸ್ತಾನಾ ನಿಜಲ್ಲಿ, ಅನಿ ತೆನಿ ತಿಚ್ಯಾ ವಿಶಯಾತ್ ಜೆಜುಕ್ಡೆ ಬೊಲ್ಲ್ಯಾನಿ.