Luke 4:39 — Compare Translations
7 translations compared side by side
Odia - 1840
"ଯୀଶୁ ତାହାଙ୍କର ପାଖ ରେ ଠିଆ ହାଇେ ଜ୍ବରକୁ ଧମକ ଦେଲେ। ତାହାଙ୍କର ଜ୍ବର ଛାଡିଗଲା। ତା'ପରେ ସେ ଉଠି ସମାନଙ୍କେର ସବୋ ରେ ଲାଗିପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ତାଙ୍କ ପାଖରେ ଠିଆ ହୋଇ ଜ୍ଵରକୁ ଧମକ ଦେଲେ, ଆଉ ତାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ସେହିକ୍ଷଣି ଉଠି ସେମାନଙ୍କ ପରିଚର୍ଯ୍ୟା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଯାଇ ତାଙ୍କ ଶଯ୍ୟା ପାଖରେ ଠିଆହେଲେ ଓ ସେ ଜ୍ୱର ମୁକ୍ତ ହୁଅନ୍ତୁ ବୋଲି ଆଦେଶ ଦେଲେ। ସଙ୍ଗେ ସଙ୍ଗେ ଜ୍ୱର ଛାଡ଼ିଗଲା ଏବଂ ସେ ଉଠି ସେମାନଙ୍କର ପରିଚର୍ଯ୍ୟା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କର ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ। ତାହାଙ୍କର ଜ୍ୱର ଛାଡ଼ିଗଲା। ତା’ପରେ ସେ ଉଠି ସେମାନଙ୍କର ସେବାରେ ଲାଗିପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಗೆಲೊ ಅನಿ ತಿಚ್ಯಾ ಜಗ್ಗೊಳ್ ಇಬೆ ರ್ಹಾಲೊ, ಅನಿ ತಾಪಾಕ್ ತಿಕಾ ಸೊಡುನ್ ಜಾ, ಮನುನ್ ತೆನಿ ಸಾಂಗ್ಲ್ಯಾನ್. ತನ್ನಾ ತಾಪ್ ತಿಕಾ ಸೊಡುನ್ ಗೆಲೊ, ಅನಿ ತಿ ಎಗ್ದಮ್ ಉಟ್ಲಿ ಅನಿ ತೆಂಚಿ ಸೆವಾ ಕರುಕ್ಲಾಗ್ಲಿ.