Luke 4:40 — Compare Translations

7 translations compared side by side

Odia - 1840
"ସୂର୍ୟ୍ଯ ଅସ୍ତ ହାଇଯେିବା ପରେ ଲୋକମାନେ ସମାନଙ୍କେର ରୋଗୀ ଲୋକମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ସମାନଙ୍କେଠା ରେ ବିଭିନ୍ନ ପ୍ରକାରର ରୋଗ ଥିଲା। ଯୀଶୁ ନିଜ ହାତ ରୋଗୀମାନଙ୍କ ଉପରେ ରଖି ସମାନଙ୍କେୁ ସୁସ୍ଥ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୂର୍ଯ୍ୟାସ୍ତ ପରେ ଲୋକେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥିବା ସେମାନଙ୍କ ବନ୍ଧୁମାନଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ସେ ପ୍ରତ୍ୟେକଙ୍କ ଉପରେ ତାଙ୍କର ହାତ ରଖି ସମସ୍ତଙ୍କୁ ସୁସ୍ଥ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ ସୂର୍ଯ୍ୟ ଅସ୍ତ ହୋଇଯିବା ପରେ ଲୋକମାନେ ସେମାନଙ୍କର ରୋଗୀ ଲୋକମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନଙ୍କଠାରେ ବିଭିନ୍ନ ପ୍ରକାରର ରୋଗ ଥିଲା। ଯୀଶୁ ନିଜ ହାତ ରୋଗୀମାନଙ୍କ ଉପରେ ରଖି ସେମାନଙ୍କୁ ସୁସ୍ଥ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।
Odia IRV 2017 (ଓଡିଆ ବାଇବେଲ)
ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಿಸ್ ಬುಡಲ್ಲ್ಯಾ ತನ್ನಾ ಲೊಕಾನಿ ಅಪ್ನಾಚ್ಯಾ ಶಿಕ್ ಹೊತ್ತ್ಯಾ ದೊಸ್ತಾಕ್ನಿ ಜೆಜುಕ್ಡೆ ಘೆವ್ನ್ ಯೆಲ್ಯಾನಿ. ತೆಂಕಾ ದುಸ್ರಿ-ದುಸ್ರಿ ಲೈ ರೊಗಾ ಹೊತ್ತಿ ತೆಂಚ್ಯಾ ಸಗ್ಳ್ಯಾಂಚ್ಯಾ ವರ್‍ತಿ ಜೆಜುನ್ ಹಾತ್ ಥವ್ಲ್ಯಾನ್, ಅನಿ ತೆಂಕಾ ಗುನ್ ಕರ್‍ಲ್ಯಾನ್.