Luke 4:41 — Compare Translations

7 translations compared side by side

Odia - 1840
"ଆଉ ମଧ୍ଯ ସମାନଙ୍କେ ମଧିଅରେ ଥିବା ଅନକଙ୍କେ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, ତୁମ୍ଭେ ପରମେଶ୍ବରଙ୍କର ପୁତ୍ର। କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠାେର ଆଜ୍ଞା ଦେଲେ। କାରଣ ସହେି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ବଯଂ ଖ୍ରୀଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ଵରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରି-ଗଲେ । ଆଉ, ସେ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମେ ଈଶ୍ୱରଙ୍କ ପୁତ୍ର” ବୋଲି ଚିକ୍ରାର କରି ଭୂତମାନେ ମଧ୍ୟ ଅନେକଙ୍କଠାରୁ ବାହାରି ଗଲେ। ଯୀଶୁ ଭୂତମାନଙ୍କୁ କୌଣସି କଥା ନ କହିବା ପାଇଁ ଧମ ଦେଇ ସେମାନଙ୍କୁ ନୀରବ କଲେ; କାରଣ ସେ ମସୀହ ବୋଲି ସେମାନେ ଜାଣିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେମାନଙ୍କ ମଧ୍ୟରେ ଥିବା ଅନେକଙ୍କ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, “ତୁମ୍ଭେ ପରମେଶ୍ୱରଙ୍କର ପୁତ୍ର।” କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠୋର ଆଜ୍ଞା ଦେଲେ। କାରଣ ସେହି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ୱୟଂ ଖ୍ରୀଷ୍ଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ୱରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ । ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸುಮಾರ್ ಲೊಕಾನಿತ್ನಾ ಗಿರೆಬಿ ಭಾಯ್ರ್ ಗೆಲಿ. ಅನಿ ಗಿರೆ “ತಿಯಾ ದೆವಾಚೊ ಲೆಕ್” ಮನುನ್ ಬೊಬ್ ಮಾರುಕ್ ಲಾಗಲ್ಲಿ, ಜೆಜುನ್ ತ್ಯಾ ಗಿರ್‍ಯಾಕ್ನಿ ಬೊಲುಕ್ ದಿವ್ಕ್ ನಾ ಕಶ್ಶಾಕ್ ಮಟ್ಲ್ಯಾರ್, ತೊ ಮೆಸ್ಸಿಯಾ ಮನುನ್ ತೆಂಕಾ ಗೊತ್ತ್ ಹೊತ್ತೆ.