Luke 4:5 — Compare Translations

7 translations compared side by side

Odia - 1840
"ତା'ପରେ ଶୟତାନ ତାହାଙ୍କୁ ବହୁତ ଉପରକୁ ନଇଯାେଇ କ୍ଷଣକ ମଧିଅରେ ସାରା ସଂସାରର ସମସ୍ତ ରାଜ୍ଯ ଦଖାଇେ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତାହାଙ୍କୁ ଉପରକୁ ଘେନିଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଶୟତାନ ତାଙ୍କୁ ଗୋଟିଏ ଉଚ୍ଚ ସ୍ଥାନକୁ ନେଇଗଲା ଏବଂ ମୁହୂର୍ତ୍ତକ ମଧ୍ୟରେ ଜଗତର ସମସ୍ତ ରାଜ୍ୟ ଦେଖାଇଲା। ଶୟତାନ ତାଙ୍କୁ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶୟତାନ ତାହାଙ୍କୁ ବହୁତ ଉପରକୁ ନେଇଯାଇ କ୍ଷଣକ ମଧ୍ୟରେ ସାରା ସଂସାରର ସମସ୍ତ ରାଜ୍ୟ ଦେଖାଇଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸೈತಾನಾನ್ ಜೆಜುಕ್ ಮಡ್ಡಿ ವೈರ್ ಘೆವ್ನ್ ಜಾವ್ನ್, ಹ್ಯಾ ಜಗಾತ್ಲೆ ಸಗ್ಳೆ ರಾಜ್ವಾಡೆ ದಾಕ್ವುಲ್ಯಾನ್.