Luke 4:6 — Compare Translations
7 translations compared side by side
Odia - 1840
"ଶୟତାନ ଯୀଶୁଙ୍କୁ କହିଲା, ମୁଁ ଏହିସବୁ ରାଜ୍ଯ ଏବଂ ସମାନଙ୍କେର ସମସ୍ତ କ୍ଷମତା ବିଭବ ତୁମ୍ଭକୁ ଦଇେ ଦବେି। ସଗେୁଡିକୁ ମାେତେ ଦିଆ ଯାଇଛି। ମୁଁ ଯାହାକୁ ଚାହିଁବି, ତାହାକୁ ଏ ସମସ୍ତ ଦଇପୋରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ଵର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ତୁମକୁ ଏ ସମସ୍ତର କ୍ଷମତା ଓ ଧନ ସମ୍ପଦ ଦେବି, କାରଣ ଏସବୁ ମୋ’ ହସ୍ତରେ ନ୍ୟସ୍ତ ହୋଇଛି ଓ ମୋର ଯାହାକୁ ଇଚ୍ଛା, ତାହାକୁ ସବୁ ଦେଇ ପାରିବି।
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନ ଯୀଶୁଙ୍କୁ କହିଲା, “ମୁଁ ଏହିସବୁ ରାଜ୍ୟ ଏବଂ ସେମାନଙ୍କର ସମସ୍ତ କ୍ଷମତା ବିଭବ ତୁମ୍ଭକୁ ଦେଇଦେବି। ସେଗୁଡ଼ିକୁ ମୋତେ ଦିଆଯାଇଛି। ମୁଁ ଯାହାକୁ ଗ୍ଭହିଁବି, ତାହାକୁ ଏ ସମସ୍ତ ଦେଇ ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ “ಹಿ ಸಗ್ಳೊ ವೈಭವ್ ಅನಿ ಅದಿಕಾರ್ ಮಿಯಾ ತುಕಾ ದಿತಾ” ಹೆ ಸಗ್ಳೆ ಮಾಕಾ ಮನುನ್ ದಿಲ್ಲೆ ಹಾಯ್, ಹೆ ಮಾಜ್ಯಾ ಮನಾಕ್ ಯೆತಾ, ತೆಕಾ ಮಿಯಾ ದಿವ್ಕ್ ಹೊತಾ.