Luke 4:9 — Compare Translations

7 translations compared side by side

Odia - 1840
"ତା'ପରେ ସେ ଯୀଶୁଙ୍କୁ ୟିରୁଶାଲମେକୁ ନଇଗେଲା ଓ ସଠାେରେ ମନ୍ଦିରର ଶିଖର ରେ ଠିଆ କରାଇ ଦଲୋ। ସେ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପରମେଶ୍ବରଙ୍କ ପୁତ୍ର, ତବେେ ଏହିଠାରୁ ତଳକୁ ଡଇେଁପଡ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ଘେନିଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼;
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଶୟତାନ ତାଙ୍କୁ ଯିରୂଶାଲମକୁ ନେଇଗଲା ଓ ମନ୍ଦିରର ସର୍ବୋଚ୍ଚ ସ୍ଥାନରେ ତାଙ୍କୁ ଛିଡ଼ା କରାଇ କହିଲା, “ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ତେବେ ଏହି ସ୍ଥାନରୁ ତଳକୁ ଡ଼େଇଁ ପଡ଼।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯୀଶୁଙ୍କୁ ଯିରୁଶାଲମକୁ ନେଇଗଲା ଓ ସେଠାରେ ମନ୍ଦିରର ଶିଖରରେ ଠିଆ କରାଇ ଦେଲା। ସେ ଯୀଶୁଙ୍କୁ କହିଲା, “ଯଦି ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର, ତେବେ ଏହିଠାରୁ ତଳକୁ ଡେଇଁପଡ଼।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ୱରଙ୍କ ପୁତ୍ର, ତାହାହେଲେ ଏଠାରୁ ତଳକୁ ଡେଇଁପଡ଼;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಸೈತಾನಾನ್ ಜೆಜುಕ್ ಜೆರುಜಲೆಮಾಚ್ಯಾ ದೆವಾಚ್ಯಾ ಗುಡಿ ವರ್‍ತಿ ಘೆವ್ನ್ ಗೆಲ್ಯಾನ್, ಅನಿ ದೆವಾಚೊ ಲೆಕ್ ಹೊಯ್ ಜಾಲ್ಯಾರ್ ಹಿತ್ನಾ ಖಾಲ್ತಿ ಹುಡಿ ಮಾರ್.