Luke 5:1 — Compare Translations

7 translations compared side by side

Odia - 1840
"ଯୀଶୁ ଗିନସରତେ ହ୍ରଦ କୂଳ ରେ ଠିଆ ହାଇେଥିଲେ। ତାହାଙ୍କ ଚାରିପଟେ ଘରେିଯାଇ ଠିଆ ହବୋକୁ ଲୋକମାନେ ଠଲୋପଲୋ ହେଉଥିଲେ। ସମାନେେ ତାହାଙ୍କ ଠାରୁ ପରମେଶ୍ବରଙ୍କ ଉପଦେଶ ବାଣୀ ଶୁଣିବାକୁ ଚାହୁଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିନେ ଯେତେବେଳେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ି ଈଶ୍ଵରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଯୀଶୁ ଗିନେସରତ୍ ହ୍ରଦ କୂଳରେ ଛିଡ଼ା ହୋଇଥିଲେ ଓ ଲୋକମାନେ ତାଙ୍କଠାରୁ ଈଶ୍ୱରଙ୍କ ବାକ୍ୟ ଶୁଣିବା ପାଇଁ ତାଙ୍କ ଉପରେ ମାଡ଼ି ପଡ଼ୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର, ଯାକୁବ ଓ ଯୋହନ ଯୀଶୁଙ୍କୁ ଅନୁସରଣ କଲେ ଯୀଶୁ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ। ତାହାଙ୍କ ଗ୍ଭରିପଟେ ଘେରିଯାଇ ଠିଆ ହେବାକୁ ଲୋକମାନେ ଠେଲାପେଲା ହେଉଥିଲେ। ସେମାନେ ତାହାଙ୍କଠାରୁ ପରମେଶ୍ୱରଙ୍କ ଉପଦେଶ ବାଣୀ ଶୁଣିବାକୁ ଗ୍ଭହୁଁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
Odia IRV 2017 (ଓଡିଆ ବାଇବେଲ)
ଦିନେ ଯେତେବେଳେ ଲୋକସମୂହ ତାହାଙ୍କ (ଯୀଶୁଙ୍କ) ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸ್ ಜೆಜು ಗೆನಜರೆತ್ ಮನ್ತಲ್ಯಾ ಸಮುಂದರಾಚ್ಯಾ ದಂಡೆಕ್ ಇಬೆ ಹೊತ್ತೊ. ದೆವಾಚಿ ಗೊಸ್ಟಿಯಾ ಆಯ್ಕುಕ್ ಲೊಕಾ ಢಕ್ಲಾ-ಢಕ್ಲಿ ಕರುನ್ ಘೆಯ್ತ್ ಗೊಳಾ ಹೊಲ್ಲಿ.