Luke 5:11 — Compare Translations
7 translations compared side by side
Odia - 1840
"ତା'ପରେ ସମାନେେ ସମାନଙ୍କେର ଡଙ୍ଗାଗୁଡିକୁ କୂଳକୁ ଆଣିଲେ। ସମାନେେ ସବୁ କିଛି ତ୍ଯାଗ କରିଦଇେ ଯୀଶୁଙ୍କ ଅନୁଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସମସ୍ତ ପରିତ୍ୟାଗ କରି ତାହାଙ୍କର ଅନୁଗମନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ନୌକାଗୁଡ଼ିକ ଟାଣି କୂଳରେ ଲଗାଇଲେ ଓ ସବୁ ପରିତ୍ୟାଗ କରି ଯୀଶୁଙ୍କ ଅନୁଗମନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ସେମାନଙ୍କର ଡଙ୍ଗାଗୁଡ଼ିକୁ କୂଳକୁ ଆଣିଲେ। ସେମାନେ ସବୁକିଛି ତ୍ୟାଗ କରିଦେଇ ଯୀଶୁଙ୍କ ଅନୁଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಢೊನಾ ದಂಡೆಕ್ ವೊಡುನ್ ಘೆಟ್ಲ್ಯಾನಿ, ಸಗ್ಳೆ ಥೈಚ್ ಸೊಡ್ಲ್ಯಾನಿ,ಅನಿ ಜೆಜುಚ್ಯಾ ಫಾಟ್ನಾ ಗೆಲ್ಯಾನಿ.