Luke 5:12 — Compare Translations

7 translations compared side by side

Odia - 1840
"ଥରେ ଯୀଶୁ ଗୋଟିଏ ନଗର ରେ ଥିଲେ। ସଠାେରେ ଦହେସାରା କୁଷ୍ଠ ହାଇେ ଯାଇଥିବା ଲୋକଟିଏ ରହୁଥିଲା। ଯେତବେେଳେ ସେ ଯୀଶୁଙ୍କୁ ଦେଖିଲା, ତାହାଙ୍କୁ ପ୍ରଣାମ କରି ଅନୁରୋଧ କଲା, ହେ ପ୍ରଭୁ! ମାେତେ ସୁସ୍ଥ କରିଦିଅ। ମୁଁ ଜାଣେ ଯେ ତୁମ୍ଭେ ଇଚ୍ଛାକଲେ ମାେତେ ସୁସ୍ଥ କରିଦଇେ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀଲୋକ ସେସ୍ଥାନରେ ଥିଲା; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହା ହେଲେ ମୋତେ ଶୁଚି କରି ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଥରେ ଯୀଶୁ ଗୋଟିଏ ସହରରେ ଥିବାବେଳେ, ଜଣେ କୁଷ୍ଠରୋଗୀ ତାଙ୍କ ଗୋଡ଼ ତଳେ ପଡ଼ି, ଅନୁନୟ କରି କହିଲା, “ମହାଶୟ, ଆପଣ ଚାହିଁଲେ ମୋତେ ସୁସ୍ଥ କରିପାରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗୋଟିଏ କୁଷ୍ଠ ରୋଗୀକୁ ସୁସ୍ଥ କଲେ ଥରେ ଯୀଶୁ ଗୋଟିଏ ନଗରରେ ଥିଲେ। ସେଠାରେ ଦେହସାରା କୁଷ୍ଠ ହୋଇ ଯାଇଥିବା ଲୋକଟିଏ ରହୁଥିଲା। ଯେତେବେଳେ ସେ ଯୀଶୁଙ୍କୁ ଦେଖିଲା, ତାହାଙ୍କୁ ପ୍ରଣାମ କରି ଅନୁରୋଧ କଲା, “ହେ ପ୍ରଭୁ! ମୋତେ ସୁସ୍ଥ କରିଦିଅ। ମୁଁ ଜାଣେ ଯେ ତୁମ୍ଭେ ଇଚ୍ଛା କଲେ ମୋତେ ସୁସ୍ଥ କରିଦେଇ ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಗ್ದಾ ಜೆಜು ಎಕ್ ಗಾಂವಾತ್ ಹೊತ್ತೊ. ಥೈ ಕುಸ್ಟ್ ರೊಗ್ ಹೊತ್ತೊ ಎಕ್ ಮಾನುಸ್ ಹೊತ್ತೊ. ತೆನಿ ಜೆಜುಕ್ ಬಗಟ್ಲ್ಯಾನ್, ಅನಿ ತೊ ಖಾಲ್ತಿ ಪಡ್ಲೊ, ಅನಿ ಜೆಜುಕ್ “ಗುರುಜಿ, ತಿಯಾ ಮನ್ ಕರ್ಲ್ಯಾರ್, ಮಾಕಾ ಪವಿತ್ರ್ ಕರುಕ್ ಹೊತಾ”, ಮನುನ್ ಮಾಗುಕ್‍ಲಾಲೊ.