Luke 5:14 — Compare Translations

7 translations compared side by side

Odia - 1840
"ଯୀଶୁ ତାହାକୁ ଆଦେଶ ଦେଲେ, ଏବେ ଯାହା ଘଟିଲା, ସେ କଥା କାହାରିକୁ କୁହ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଅ। ନିଜ ଦହେ ତାହାଙ୍କୁ ଦଖାେଅ। ତୁମ୍ଭେ ସୁସ୍ଥ ହାଇଯୋଇଥିବା ଯୋଗୁଁ ମାଶାଙ୍କେ ଆଦେଶ ଅନୁସାରେ ପରମେଶ୍ବରଙ୍କ ନିକଟରେ ବଳି ଉତ୍ସର୍ଗ କର। ଏହା ଲୋକଙ୍କୁ ଦେଖଇଦେବେ ଯେ ତୁମ୍ଭେ ସୁସ୍ଥ ହାଇଯୋଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୌଚକ୍ରିୟା ସ୍ଵରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ନୈବେଦ୍ୟ ଉତ୍ସର୍ଗ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ସିଧା ଯାଜକଙ୍କ ପାଖକୁ ଯାଅ ଓ ସେ ତୁମକୁ ପରୀକ୍ଷା କରି ଦେଖନ୍ତୁ; ତା’ପରେ ତୁମେ ସୁସ୍ଥ ହୋଇଛ ବୋଲି ଅନ୍ୟମାନଙ୍କ ନିକଟରେ ପ୍ରମାଣ ଦେବା ପାଇଁ ମୋଶାଙ୍କ ନିର୍ଦ୍ଦେଶ ଅନୁଯାୟୀ ନୈବେଦ୍ୟ ଉତ୍ସର୍ଗ କର।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାକୁ ଆଦେଶ ଦେଲେ, “ଏବେ ଯାହା ଘଟିଲା, ସେ କଥା କାହାରିକୁ କୁହ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଅ। ନିଜ ଦେହ ତାହାଙ୍କୁ ଦେଖାଅ। ତୁମ୍ଭେ ସୁସ୍ଥ ହୋଇଯାଇଥିବା ଯୋଗୁଁ ମୋଶାଙ୍କ ଆଦେଶ ଅନୁସାରେ ପରମେଶ୍ୱରଙ୍କ ନିକଟରେ ବଳି ଉତ୍ସର୍ଗ କର। ଏହା ଲୋକଙ୍କୁ ଦେଖେଇଦେବ ଯେ ତୁମ୍ଭେ ସୁସ୍ଥ ହୋଇ ଯାଇଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ತ್ಯಾ ಮಾನ್ಸಾಕ್ “ಕೊನಾಕ್ಬಿ ಸಾಂಗುನಕ್ಕೊ, ಖರೆ ಯಾಜಕಾಕ್ಡೆ ಜಾ ಅನಿ ತುಕಾಚ್ ತೆಕಾ ದಾಕ್ವು, ಮಾನಾ ಸಗ್ಳ್ಯಾಕ್ನಿ ತಿಯಾ ಶುದ್ದ್ ಹೊಲೆ ಮನುನ್ ದಾಕ್ವುಸಾಟ್ನಿ ಮೊಯ್ಜೆನ್ ಸಾಂಗಟಲ್ಲಿ ಬಲಿ ಭೆಟ್ವು” ಮನುನ್ ತಾಕಿತ್ ದಿಲ್ಯಾನ್.