Luke 5:16 — Compare Translations

7 translations compared side by side

Odia - 1840
"ଯୀଶୁ କିନ୍ତୁ ପ୍ରାର୍ଥନା କରିବା ପାଇଁ ଅଧିକାଂଶ ସମୟରେ କୌଣସି ନିର୍ଜ୍ଜନ ସ୍ଥାନକୁ ଚାଲି ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେ ଅନେକ ସମୟରେ ନିର୍ଜ୍ଜନ ସ୍ଥାନମାନଙ୍କୁ ଯାଇ ପ୍ରାର୍ଥନାରେ ନିବିଷ୍ଟ ରହୁଥାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ପ୍ରାର୍ଥନା କରିବା ପାଇଁ ଅଧିକାଂଶ ସମୟରେ କୌଣସି ନିର୍ଜନ ସ୍ଥାନକୁ ଗ୍ଭଲି ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜು ಮಾಗ್ನಿ ಕರುಕ್ ಮನುನ್ ಕೊನಬಿನಸಲ್ಲ್ಯಾ ಜಾಗ್ಯಾ ವೈನಿ ಜಾವ್ನ್ ರಾವ್‍ಲಾಗಲ್ಲೊ.