Luke 5:18 — Compare Translations
7 translations compared side by side
Odia - 1840
"ସତେିକି ବେଳେ କେତକେ ଲୋକ ଗୋଟିଏ ପକ୍ଷାଘାତ ରୋଗୀକୁ ଖଟ ରେ ବୋହିକରି ଯୀଶୁଙ୍କ ପାଖକୁ ଆଣିଲେ। ସମାନେେ ରୋଗୀଟିକୁ ଭିତରକୁ ଆଣି ଯୀଶୁଙ୍କ ଆଗ ରେ ରଖିବା ପାଇଁ ଚେଷ୍ଟା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଖ, କେତେକ ଲୋକ ଜଣେ ପକ୍ଷାଘାତ-ରୋଗୀ ମନୁଷ୍ୟକୁ ଖଟିଆରେ ବହିଆଣି ତାହାକୁ ଭିତରକୁ ଘେନିଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ତା’ ବିଛଣାରେ ବୋହି ଆଣିଲେ ଏବଂ ତାକୁ ଘର ଭିତରକୁ ଯୀଶୁଙ୍କ ଆଗକୁ ନେଇଯିବା ପାଇଁ ଚେଷ୍ଟା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେତିକିବେଳେ କେତେକ ଲୋକ ଗୋଟିଏ ପକ୍ଷାଘାତ ରୋଗୀକୁ ଖଟରେ ବୋହିକରି ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ରୋଗୀଟିକୁ ଭିତରକୁ ଆଣି ଯୀଶୁଙ୍କ ଆଗରେ ରଖିବା ପାଇଁ ଚେଷ୍ଟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲ್ಯಾ ಲೊಕಾನಿ ಎಕ್ ವಾರೆಮಾರಲ್ಲ್ಯಾ ಮಾನ್ಸಾಕ್ ತೆಚ್ಯಾ ಹಾತ್ರಾನಾ ಸಮೆತ್ ಘೆವ್ನ್ ಯೆಲ್ಯಾನಿ. ತೆನಿ ಜೆಜು ಹೊತ್ತ್ಯಾ ಘರಾತ್ ಗುಸುಕ್, ಅನಿ ತೆಕಾ ಜೆಜುಚ್ಯಾ ಇದ್ರಾಕ್ ನ್ಹೆವ್ನ್ ಥವ್ಕ್ ಬಗಟ್ಲ್ಯಾನಿ,