Luke 5:19 — Compare Translations

7 translations compared side by side

Odia - 1840
"କିନ୍ତୁ ସଠାେରେ ଏତେ ଲୋକ ଥିଲେ ଯେ ସମାନେେ ଯୀଶୁଙ୍କ ପାଖକୁ ୟିବାକୁ ବାଟ ପାଇଲେ ନାହିଁ। ତେଣୁ ସମାନେେ ଛାତ ଉପରକୁ ଚାଲିଗଲେ। ଛାତରୁ ଛପର କିଛି ବାହାର କରି କଣାଟିଏ କଲେ। ସମାନେେ ସହେି କଣା ବାଟେ ପକ୍ଷାଘାତ ରୋଗୀଟିକୁ ଖଟ ସହିତ ଯୀଶୁଙ୍କ ସାମନାକୁ ଖ ସଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ଘେନିଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଲୋକ ଗହଳି ହେତୁ ସେମାନେ ତାକୁ ଭିତରକୁ ନେବା ପାଇଁ କୌଣସି ବାଟ ପାଇଲେ ନାହିଁ। ତେଣୁ ସେମାନେ ତାକୁ ଛାତ ଉପରକୁ ବୋହି ନେଲେ। ଛାତରୁ କେତେକ ଟାଇଲ୍ ଖୋଲି ସେହି ବାଟେ ରୋଗୀକୁ ଶଯ୍ୟା ସହିତ ଯୀଶୁଙ୍କ ଆଗରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରେ ତଳକୁ ଖସାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେଠାରେ ଏତେ ଲୋକ ଥିଲେ ଯେ ସେମାନେ ଯୀଶୁଙ୍କ ପାଖକୁ ଯିବାକୁ ବାଟ ପାଇଲେ ନାହିଁ। ତେଣୁ ସେମାନେ ଛାତ ଉପରକୁ ଗ୍ଭଲିଗଲେ। ଛାତରୁ ଛପର କିଛି ବାହାର କରି କଣାଟିଏ କଲେ। ସେମାନେ ସେହି କଣା ବାଟେ ପକ୍ଷାଘାତ ରୋଗୀଟିକୁ ଖଟ ସହିତ ଯୀଶୁଙ୍କ ସାମନାକୁ ଖସେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಂಚ್ಯಾ ಅಡ್ಚನಿತ್ ತೆಂಕಾ ಭುತ್ತುರ್ ಘೆವ್ನ್ ಜಾವ್ಕ್ ಹೊವ್ಕ್ನಾ, ತಸೆ ಮನುನ್ ತೆನಿ ತೆಕಾ ಘರಾ ವರ್‍ತಿ ಘೆವ್ನ್ ಗೆಲ್ಯಾನಿ, ಖಾಪ್ರಿಯಾ ಕಾಡುನ್ ಎಕ್ ವಾಟ್ ಕರ್‍ಲ್ಯಾನಿ ಅನಿ ತ್ಯಾ ವಾರೆಮಾರಲ್ಲ್ಯಾಕ್ ಸಗ್ಳ್ಯಾಂಚ್ಯಾ ಮದ್ದಿ, ಜೆಜುಚ್ಯಾ ಇದ್ರಾಕ್ ತೆಚ್ಯಾ ಹಾತ್ರಾನಾ ಸಮೆತ್ ಉತರ್‍ಲ್ಯಾನಿ.