Luke 5:2 — Compare Translations

7 translations compared side by side

Odia - 1840
"ଯୀଶୁ ହ୍ରଦ କୂଳ ରେ ଦୁଇଟି ଡଙ୍ଗା ଥୁଆ ହାଇେଥିବାର ଦେଖିଲେ। କେଉଟମାନେ ସହେି ଡଙ୍ଗାରୁ ଓହା୍ଲଇ ତାହାଙ୍କ ଜାଲ ଧୋଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ହ୍ରଦକୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କୂଳରେ ଦୁଇଟି ନୌକା ବନ୍ଧା ଯାଇଥିବାର ଦେଖିଲେ। ଧୀବରମାନେ ସେଗୁଡ଼ିକୁ ଛାଡ଼ି ଜାଲ ଧୋଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ହ୍ରଦ କୂଳରେ ଦୁଇଟି ଡଙ୍ଗା ଥୁଆ ହୋଇଥିବାର ଦେଖିଲେ। କେଉଟମାନେ ସେହି ଡଙ୍ଗାରୁ ଓହ୍ଲେଇ ତାହାଙ୍କ ଜାଲ ଧୋଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಸೊಳ್ಯಾ ಧರ್‍ತಲ್ಯಾನಿ ದೊನ್ ಢೊನಾ ವೊಡುನ್ ದಂಡೆಕ್ ಹಾನುನ್ ಥವ್ನ್: ಅಪ್ನಾಚಿ ಜಾಳಿ ಧುತಲೆ ತೆನಿ ಬಗಟ್ಲ್ಯಾನ್.