Luke 5:20 — Compare Translations

7 translations compared side by side

Odia - 1840
"ସହେି ଲୋକମାନଙ୍କର ବିଶ୍ବାସ ଦେଖି ଯୀଶୁ ସହେି ରୋଗୀଟିକୁ କହିଲେ, ବନ୍ଧୁ! ତୁମ୍ଭର ପାପ କ୍ଷମା କରିଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କର ବିଶ୍ଵାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କର ଏହି ପ୍ରଗାଢ଼ ବିଶ୍ୱାସ ଦେଖି ରୋଗୀକୁ କହିଲେ, “ବନ୍ଧୁ, ତୁମର ପାପ ସବୁ କ୍ଷମା ହୋଇଅଛି।”
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କର ବିଶ୍ୱାସ ଦେଖି ଯୀଶୁ ସେହି ରୋଗୀଟିକୁ କହିଲେ, “ବନ୍ଧୁ! ତୁମ୍ଭର ପାପକ୍ଷମା କରି ଦିଆଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, “ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।”
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಹಾನಲ್ಲ್ಯಾ ಲೊಕಾಂಚೊ ವಿಶ್ವಾಸ್ ಬಗುನ್, ಜೆಜುನ್ ತ್ಯಾ ವಾರೆಮಾರಲ್ಲ್ಯಾಕ್ “ಮಾಜ್ಯಾ ದೊಸ್ತಾ, ತುಜೆ ಸಗ್ಳೆ ಪಾಪ್ ಮಾಪ್ ಹೊಲೆ” ಮಟ್ಲ್ಯಾನ್.