Luke 5:21 — Compare Translations
7 translations compared side by side
Odia - 1840
"ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଭାବିବାକୁ ଲାଗିଲେ, ଏ ଲୋକ କିଏ? ଏ ପରମେଶ୍ବରଙ୍କୁ ଅପମାନ କରୁଛି। କବଳେ ପରମେଶ୍ବର ପାପ କ୍ଷମା କରିପାରନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ଵରନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ଵରଙ୍କ ବିନା ଆଉ କିଏ ପାପକ୍ଷମା କରି ପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଗୁରୁ ଓ ଫାରୁଶୀମାନେ ପରସ୍ପରକୁ କୁହାକୋହି ହେଲେ, “ଏ ଲୋକ ଈଶ୍ୱର ନିନ୍ଦା କରି କଥା କହୁଛି। ସେ କିଏ? ଏକମାତ୍ର ଈଶ୍ୱର ହିଁ ପାପ କ୍ଷମା କରିପାରନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଭାବିବାକୁ ଲାଗିଲେ, “ଏ ଲୋକ କିଏ? ଏ ପରମେଶ୍ୱରଙ୍କୁ ଅପମାନ କରୁଛି। କେବଳ ପରମେଶ୍ୱର ପାପକ୍ଷମା କରିପାରନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ବର ନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କରିବାକୁ ଲାଗିଲେ, ଏ ଯେ ଈଶ୍ୱର ନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಫಾರಿಜೆವ್ ಅನಿ ಖಾಯ್ದೆ ಶಿಕ್ವುತಲಿ ಲೊಕಾ ಅಪ್ಲ್ಯಾ-ಅಪ್ಲ್ಯಾ ಮದ್ದಿ “ದೆವಾಚಿ ನಿಂದ್ಯಾ ಬೊಲ್ತಲೊ ಹ್ಯೊ ಮಾನುಸ್ ಕೊನ್? ದೆವಾನ್ ಎಕ್ಲ್ಯಾನುಚ್ ಪಾಪ್ ಮಾಪ್ ಕರುಕ್ ಹೊತಾ” ಮನುನ್ ಬೊಲುಕ್ಲಾಗ್ಲ್ಯಾನಿ.