Luke 5:22 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ଜାଣପାରିଲେ ଯେ ସମାନେେ କ'ଣ ଭାବୁଛନ୍ତି। ସେ କହିଲେ, ତୁମ୍ଭମାନେେ ମନ ଭିତ ରେ ଏଭଳି ବିଚାର କାହିଁକି ଆଣୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେମାନଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣିପାରି ସେମାନଙ୍କୁ କହିଲେ, “ତୁମେ କାହିଁକି ଏପରି କଥା ସବୁ ଭାବୁଛ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ଜାଣପାରିଲେ ଯେ ସେମାନେ କ’ଣ ଭାବୁଛନ୍ତି। ସେ କହିଲେ, “ତୁମ୍ଭେମାନେ ମନ ଭିତରେ ଏଭଳି ବିଗ୍ଭର କାହିଁକି ଆଣୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ತೆನಿ ಯವಜ್ತಲೆ ಕಳ್ಳೆ, ತನ್ನಾ ತೆನಿ “ತುಮಿ ತಸ್ಲೆ ಸಗ್ಳೆ ಕಶ್ಶಾಕ್ ಯವ್ಜುಕ್ ಲಾಗ್ಲ್ಯಾಸಿ?”