Luke 5:24 — Compare Translations
7 translations compared side by side
Odia - 1840
"ମୁଁ କିନ୍ତୁ ତୁମ୍ଭମାନଙ୍କୁ ଦଖାଇେ ଦବେି ଯେ, ମନୁଷ୍ଯପୁତ୍ରଙ୍କର ପାପ କ୍ଷମା କରିବାର ଶକ୍ତି ଅଛି। ତେଣୁ ସେ ପକ୍ଷାଘାତ ରୋଗୀଟିକୁ କହିଲେ, ମୁଁ ତୁମ୍ଭକୁ କହୁଛି: ଠିଆ ହୁଅ। ତୁମ୍ଭର ବିଛଣା ଧର ଓ ଘରକୁ ଯାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣି ପାର- ଏଥିପାଇଁ ସେ ପକ୍ଷାଘାତରୋଗୀକି କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଯାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେଉ, ମୁଁ ତୁମ୍ଭମାନଙ୍କୁ ପ୍ରମାଣ ଦେବାକୁ ଚାହେଁ ଯେ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର କ୍ଷମତା ଅଛି।” ଏହା କହି ଯୀଶୁ ପକ୍ଷାଘାତ ରୋଗୀକୁ କହିଲେ, “ମୁଁ ତୁମକୁ କହୁଛି, ଉଠ, ତୁମର ଶଯ୍ୟା ନେଇ ଘରକୁ ଯାଅ!”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କିନ୍ତୁ ତୁମ୍ଭମାନଙ୍କୁ ଦେଖାଇ ଦେବି ଯେ, ମନୁଷ୍ୟପୁତ୍ରଙ୍କର ପାପକ୍ଷମା କରିବାର ଶକ୍ତି ଅଛି।” ତେଣୁ ସେ ପକ୍ଷାଘାତ ରୋଗୀଟିକୁ କହିଲେ, “ମୁଁ ତୁମ୍ଭକୁ କହୁଛି: ଠିଆ ହୁଅ। ତୁମ୍ଭର ବିଛଣା ଧର ଓ ଘରକୁ ଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಜಾಲ್ಯಾರ್, ಮಾನ್ಸಾಚ್ಯಾ ಲೆಕಾಕ್ ಹ್ಯಾ ಜಗಾತ್ ಪಾಪ್ ಮಾಪಿ ಕರ್ತಲೊ ಅದಿಕಾರ್ಬಿ ಹಾಯ್, ಮನುನ್ ಮಿಯಾ ತುಮ್ಕಾ ದಾಕ್ವುನ್ ದಿತಾ. ಮನುನ್ ತ್ಯಾ ವಾರೆಮಾರಲ್ಲ್ಯಾಕ್, ತೆನಿ “ಮಿಯಾ ಸಾಂಗ್ತಾ ಉಟ್, ಘೆ ತುಜೆ ಹಾತ್ರಾನ್, ಅನಿ ಘರಾಕ್ ಚಲ್?” ಮಟ್ಲ್ಯಾನ್.