Luke 5:25 — Compare Translations
7 translations compared side by side
Odia - 1840
"ସେ ତତ୍କ୍ଷଣାତ୍ ସମାନଙ୍କେ ସାମନା ରେ ଉଠି ଠିଆ ହେଲା। ଯେଉଁ ବିଛଣା ଉପରେ ସେ ଶାଇେ ଥିଲା, ତାହା ଧରି ପରମେଶ୍ବରଙ୍କ ସ୍ତୁତିଗାନ କରି ନିଜ ଘରକୁ ଚାଲିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ତତ୍କ୍ଷଣାତ୍ ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲା, ତାହା ଘେନି ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସଙ୍ଗେ ସଙ୍ଗେ ସେ ସମସ୍ତଙ୍କ ଆଗରେ ଉଠି ଛିଡ଼ାହେଲା ଓ ଯେଉଁ ବିଛଣାରେ ଶୋଇଥିଲା, ତାକୁ ଉଠାଇ ନେଲା। ପୁଣି ଈଶ୍ୱରଙ୍କ ପ୍ରଶଂସା କରି ଘରକୁ ଫେରିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ତତ୍କ୍ଷଣାତ୍ ସେମାନଙ୍କ ସାମନାରେ ଉଠି ଠିଆ ହେଲା। ଯେଉଁ ବିଛଣା ଉପରେ ସେ ଶୋଇଥିଲା, ତାହା ଧରି ପରମେଶ୍ୱରଙ୍କ ସ୍ତୁତିଗାନ କରି ନିଜ ଘରକୁ ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಾಬೊಡ್ತೊಬ್ ತೊ ಮಾನುಸ್ ತೆಂಚ್ಯಾ ಸಗ್ಳ್ಯಾಂಚ್ಯಾ ಫಿಡ್ಯಾತುಚ್ ಉಟ್ಲೊ, ಅನಿ ಅಪ್ನಿ ನಿಜಲ್ಲೆ ಹಾತ್ರಾನ್ ಘೆವ್ನ್ ದೆವಾಕ್ ಹೊಗ್ಳುನ್ಗೆತ್ ತೊ ಅಪ್ನಾಚ್ಯಾ ಘರಾಕ್ಡೆ ಗೆಲೊ.