Luke 5:26 — Compare Translations
7 translations compared side by side
Odia - 1840
"ସଠାେରେ ଯେଉଁମାନେ ଉପସ୍ଥିତ ଥିଲେ, ସମାନେେ ସମସ୍ତେ ଆଶ୍ଚର୍ୟ୍ଯ ହାଇଯୋଇ ପରମେଶ୍ବରଙ୍କ ଗୁଣଗାନ କରିବାକୁ ଲାଗିଲେ। ପରମେଶ୍ବରଙ୍କ ଶକ୍ତି ଦେଖି ସମାନଙ୍କେ ହୃଦୟ ଭକ୍ତି ରେ ଭରିଗଲା। ସମାନେେ କହି ଉଠିଲେ, ଆଜି ଆମ୍ଭମାନେେ ବିସ୍ମୟ ଜନକ ଘଟଣାମାନ ଦେଖିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମସ୍ତେ ଆଚମ୍ଵିତ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତ୍ୟ; ଭୀତ ହୋଇ କହିଲେ, ଆଜି ଆମ୍ଭେମାନେ ଅଦ୍ଭୁତ ଘଟଣା ଦେଖିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମସ୍ତେ ବିସ୍ମିତ ହେଲେ ଓ ଭୟରେ ଈଶ୍ୱରଙ୍କ ପ୍ରଶଂସା କରି କହିଲେ, “କେଡ଼େ ଆଶ୍ଚର୍ଯ୍ୟ ବିଷୟ ସବୁ ଆଜି ଦେଖିଲୁ।”
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଯେଉଁମାନେ ଉପସ୍ଥିତ ଥିଲେ, ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇ ପରମେଶ୍ୱରଙ୍କ ଗୁଣଗାନ କରିବାକୁ ଲାଗିଲେ। ପରମେଶ୍ୱରଙ୍କ ଶକ୍ତି ଦେଖି ସେମାନଙ୍କ ହୃଦୟ ଭକ୍ତିରେ ଭରିଗଲା। ସେମାନେ କହି ଉଠିଲେ, “ଆଜି ଆମ୍ଭେମାନେ ବିସ୍ମୟ ଜନକ ଘଟଣାମାନ ଦେଖିଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಗ್ಳೆ ಜಾನಾ ಎಗ್ದಮ್ ಅಜಾಪ್ ಹೊಲೆ, ಅನಿ “ಕಸ್ಲೆ ಮೊಟೆ ವಿಚಿತ್ರ್ ಅಮಿ ಬಗಟ್ಲ್ಯಾವ್” ಮನುನ್ಗೆತ್ ಭಿಂಯಾನ್ ತೆನಿ ದೆವಾಕ್ ಹೊಗಳ್ಳ್ಯಾನಿ.