Luke 5:27 — Compare Translations

7 translations compared side by side

Odia - 1840
"ଏହାପରେ ଯୀଶୁ ସଠାରୁେ ଚାଲିଗଲେ। ସେ କର ଆଦାୟ କରା ଯାଉଥିବା କାର୍ୟ୍ଯାଳୟ ରେ ଲବେୀ ନାମକ ଜଣେ କର ଆଦାୟକାରୀଙ୍କୁ ବସିଥିବାର ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, ମାରେଅନୁସହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ଯୀଶୁ ବାହାରି ଗଲେ ଓ ଲେବୀ ନାମକ ଜଣେ କରଆଦାୟକାରୀକୁ ତା’ର କାର୍ଯ୍ୟାଳୟରେ ବସିଥିବା ଦେଖିଲେ। ଯୀଶୁ ତାକୁ କହିଲେ, “ମୋର ଅନୁଗମନ କର।”
Odia Bible ERV 2004 (ପବିତ୍ର ବାଇବଲ)
ଲେବୀ ଯୀଶୁଙ୍କୁ ଅନୁସରଣ କଲେ ଏହା ପରେ ଯୀଶୁ ସେଠାରୁ ଗ୍ଭଲିଗଲେ। ସେ କରଆଦାୟ କରାଯାଉଥିବା କାର୍ଯ୍ୟାଳୟରେ ଲେବୀ ନାମକ ଜଣେ କରଆଦାୟକାରୀଙ୍କୁ ବସିଥିବାର ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಹೊಲ್ಲ್ಯಾ ಮಾನಾ, ಜೆಜು ಬಾಯ್ರ್ ಗೆಲೊ, ಅನಿ ಲೆವಿ ಮನ್ತಲೊ ತೆರ್‍ಗಿ ವಸುಲ್ ಕರುಕ್ ಅಪ್ನಾಚ್ಯಾ ಜಾಗ್ಯಾರ್ ಬಸಲ್ಲೊ ತೆನಿ ಬಗಟ್ಲ್ಯಾನ್. ಜೆಜುನ್ ತೆಕಾ “ಮಾಜ್ಯಾ ಫಾಟ್ನಾ ಯೆ” ಮಟ್ಲ್ಯಾನ್.