Luke 5:28 — Compare Translations
7 translations compared side by side
Odia - 1840
"ଲବେୀ ଉଠି ପଡିଲେ। ସେ ସବୁକିଛି ପରିତ୍ଯାଗ କରି ଯୀଶୁଙ୍କୁ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲେବୀ ସଙ୍ଗେ ସଙ୍ଗେ ସମସ୍ତ ପରିତ୍ୟାଗ କରି ତାଙ୍କ ପଛେ ପଛେ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀ ଉଠି ପଡ଼ିଲେ। ସେ ସବୁକିଛି ପରିତ୍ୟାଗ କରି ଯୀଶୁଙ୍କୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೆವಿ ಉಟ್ಲೊ, ಸಗ್ಳೆ ಥೈಚ್ ಸೊಡ್ಲ್ಯಾನ್, ಅನಿ ಜೆಜುಚ್ಯಾ ಫಾಟ್ನಾ ಗೆಲೊ.