Luke 5:29 — Compare Translations

7 translations compared side by side

Odia - 1840
"ଲବେୀ ଯୀଶୁଙ୍କ ସମ୍ମାନାର୍ଥେ ନିଜ ଘ ରେ ଗୋଟିଏ ବଡ ଭୋଜି ଦେଲେ। ଅନକେ କର ଆଦାୟକାରୀ ଓ ଅନ୍ୟ କେତକେ ଲୋକ ମଧ୍ଯ ଯୀଶୁଙ୍କ ସହ ଏକତ୍ର ଭୋଜନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁ ସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଲେବୀ ତାଙ୍କ ଗୃହରେ ଯୀଶୁଙ୍କ ପାଇଁ ଗୋଟିଏ ବଡ଼ ଭୋଜି ପ୍ରସ୍ତୁତ କଲେ। ସେହି ଭୋଜିରେ କରଆଦାୟକାରୀ ଓ ଅନ୍ୟାନ୍ୟ ବହୁସଂଖ୍ୟକ ଲୋକ ଯୋଗ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀ ଯୀଶୁଙ୍କ ସମ୍ମାନାର୍ଥେ ନିଜ ଘରେ ଗୋଟିଏ ବଡ଼ ଭୋଜି ଦେଲେ। ଅନେକ କରଆଦାୟକାରୀ ଓ ଅନ୍ୟ କେତେକ ଲୋକ ମଧ୍ୟ ଯୀଶୁଙ୍କ ସହ ଏକତ୍ର ଭୋଜନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಲೆವಿನ್ ಅಪ್ನಾಚ್ಯಾ ಘರಾತ್ ಜೆಜುಕ್ ಅನಿ ತೆಚ್ಯಾ ತೆರ್‍ಗಿ ವಸುಲಿ ಕರ್‍ತಲ್ಯಾ ವಾಂಗ್ಡಿಯಾಕ್ನಿ, ಅನಿ ದುಸ್ರ್ಯಾ ಲೊಕಾಕ್ನಿ ಮಿಳುನ್ ಎಕ್ ಮೊಟೆ ಜೆವಾನ್ ಥವಲ್ಲ್ಯಾನ್.