Luke 5:3 — Compare Translations

7 translations compared side by side

Odia - 1840
"ଯୀଶୁ ସେଥିରୁ ଗୋଟିଏ ଡଙ୍ଗା ରେ ଚଢିଗଲେ। ସେ ଡଙ୍ଗାଟି ଶିମାନେ ଙ୍କର ଥିଲା। ଯୀଶୁ ଡଙ୍ଗାଟିକୁ କୂଳଠାରୁ ଅଳ୍ପ ଟିକିଏ ଭିତହକୁ ନାବାକୁ ଶିମାନଙ୍କେୁ କହିଲେ। ତା'ପରେ ସେ ଡଙ୍ଗାଟି ରେ ବସି ପଡିଲେ ଓ ସହେି ଡଙ୍ଗା ଉପରେ ଥାଇ ଲୋକମାନଙ୍କୁ ଉପଦେଶ ଦବୋକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ନୌକାଗୁଡ଼ିକ ମଧ୍ୟରୁ ଯେଉଁଟି ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେଥିମଧ୍ୟରୁ ଗୋଟିଏ ନୌକା ଭିତରକୁ ଗଲେ - ତାହା ଶିମୋନର ନୌକା ଥିଲା। ନୌକାଟିକୁ କୂଳଠାରୁ ଅଳ୍ପ ଦୂରକୁ ଠେଲି ନେବା ପାଇଁ ସେ କହିଲେ। ଯୀଶୁ ନୌକା ମଧ୍ୟରେ ବସି ଲୋକମାନଙ୍କୁ ଶିକ୍ଷା ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେଥିରୁ ଗୋଟିଏ ଡଙ୍ଗାରେ ଚଢ଼ିଗଲେ। ସେ ଡଙ୍ଗାଟି ଶିମୋନ ଙ୍କର ଥିଲା। ଯୀଶୁ ଡଙ୍ଗାଟିକୁ କୂଳଠାରୁ ଅଳ୍ପ ଟିକିଏ ଭିତହକୁ ନେବାକୁ ଶିମୋନଙ୍କୁ କହିଲେ। ତା’ପରେ ସେ ଡଙ୍ଗାଟିରେ ବସି ପଡ଼ିଲେ ଓ ସେହି ଡଙ୍ଗା ଉପରେ ଥାଇ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾತುರ್‍ಲ್ಯಾ ಎಕ್ ಢೊನಿತ್ ಜೆಜು ಚೆಡುನ್ ಬಸ್ಲೊ ತಿ ಸಿಮಾವಾಚಿ ಢೊನ್, ಅನಿ ಜೆಜುನ್ ಉಲ್ಲಿ ಢೊನ್ ಲೊಟುಕ್ ಸಾಂಗ್ಲ್ಯಾನ್. ಜೆಜು ಢೊನಿತ್ ಬಸುನ್ ಲೊಕಾಕ್ನಿ ಶಿಕ್ವುಕ್‍ಲಾಲೊ.