Luke 5:31 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ କହିଲେ, ସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ଯକତା ନାହିଁ। କିନ୍ତୁ ଅସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ଯକତା ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କ ପାଇଁ ଚିକିତ୍ସକ ଅନାବଶ୍ୟକ, ଆବଶ୍ୟକ କେବଳ ଅସୁସ୍ଥମାନଙ୍କ ପାଇଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ୟକତା ନାହିଁ। କିନ୍ତୁ ଅସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ୟକତା ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ଚିକିତ୍ସକଙ୍କଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಜೆ ಕೊನ್ ಆರಾಮ್ ಹಾತ್, ತೆಂಕಾ ವಗ್ದುಳ್ಯಾಚಿ ಗರಜ್ ನಾ. ಜೆ ಕೊನ್ ಶಿಕ್ ಹಾತ್, ತೆಂಕಾ ಎವ್ಡಿಚ್ ತೆಚಿ ಗರಜ್.