Luke 5:32 — Compare Translations
7 translations compared side by side
Odia - 1840
"ମୁଁ ଧାର୍ମିକ ଲୋକମାନଙ୍କୁ ପରିବର୍ତ୍ତନ ସକାେଶ ଆସିନାହିଁ। ମୁଁ ପାପୀମାନଙ୍କ ପାଇଁ ଆସିଛି। ସମାନେେ ନିଜ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନପରିବର୍ତ୍ତନ ନିମନ୍ତେ ପାପୀମାନଙ୍କୁ ଆହ୍ଵାନ କରିବା ପାଇଁ ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବାକୁ ଆସି ନାହିଁ, ମନ ପରିବର୍ତ୍ତନ କରିବା ପାଇଁ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଚି।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଧାର୍ମିକ ଲୋକମାନଙ୍କ ପରିବର୍ତ୍ତନ ସକାଶେ ଆସି ନାହିଁ। ମୁଁ ପାପୀମାନଙ୍କ ପାଇଁ ଆସିଛି। ସେମାନେ ନିଜ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ-ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಧರ್ಮಾನಿ ಚಲ್ತಲ್ಯಾ ಲೊಕಾಕ್ನಿ, ಮನ್ ಬದ್ಲುಕ್ ಮನುನ್ ಬಲ್ವುಕ್ ಯೆವ್ಕ್ ನಾ, ಪಾಪಿ ಲೊಕಾಕ್ನಿ ಮನ್ ಬದ್ಲುಕ್ ಬಲ್ವುಕ್ ಮನುನ್ ಯೆಲಾ” ಮಟ್ಲ್ಯಾನ್.