Luke 5:33 — Compare Translations
7 translations compared side by side
Odia - 1840
"ସମାନେେ ଯୀଶୁଙ୍କୁ କହିଲେ, ଯୋହନଙ୍କ ଶିଷ୍ଯମାନେ ଅଧିକାଂଶ ଥର ଉପବାସ ଓ ପ୍ରାର୍ଥନା କରନ୍ତି। ଫାରୂଶୀମାନଙ୍କ ଶିଷ୍ଯମାନେ ସହେିପରି କରନ୍ତି। କିନ୍ତୁ ତୁମ୍ଭର ଶିଷ୍ଯମାନେ ସବୁବେଳେ ଖିଆପିଆ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହିପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଭୋଜନପାନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ଲୋକ ଯୀଶୁଙ୍କୁ ପଚାରିଲେ, “ଯୋହନଙ୍କ ଶିଷ୍ୟମାନେ ଅନେକ ଥର ଉପବାସ କରି ପ୍ରାର୍ଥନା କରନ୍ତି ଓ ଫାରୁଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ କାହିଁକି ତା’ ନ କରି ସବୁବେଳେ ଖିଆପିଆ କରୁଥାଆନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଉପବାସ ସମନ୍ଧରେ ଯୀଶୁଙ୍କ ଉତ୍ତର ସେମାନେ ଯୀଶୁଙ୍କୁ କହିଲେ, “ଯୋହନଙ୍କ ଶିଷ୍ୟମାନେ ଅଧିକାଂଶ ଥର ଉପବାସ ଓ ପ୍ରାର୍ଥନା କରନ୍ତି। ଫାରୂଶୀମାନଙ୍କ ଶିଷ୍ୟମାନେ ସେହିପରି କରନ୍ତି। କିନ୍ତୁ ତୁମ୍ଭର ଶିଷ୍ୟମାନେ ସବୁବେଳେ ଖିଆପିଆ କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲ್ಯಾ ಲೊಕಾನಿ ಜೆಜುಕ್ “ಜುವಾಂವಾಚಿ ಶಿಸಾ ಪದೆ ಉಪಾಸ್ ಕರ್ತ್ಯಾತ್, ಮಾಗ್ನಿ ಕರ್ತ್ಯಾತ್, ಅನಿ ಫಾರಿಜೆವಾಂಚಿ ಶಿಸಾಬಿ ತಸೆಚ್ ಕರ್ತ್ಯಾತ್. ಖರೆ ತುಜಿ ಶಿಸಾ ಖಾವ್ನಗೆತ್-ಫಿವ್ನಗೆತ್ ರ್ಹಾತ್ಯಾತ್ ಕಶ್ಯಾಕ್?” ಮನುನ್ ಇಚಾರ್ಲ್ಯಾನಿ.