Luke 5:34 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ କହିଲେ, ବର, ବରଯାତ୍ରୀ ସହିତ ଥିବା ପର୍ୟ୍ଯନ୍ତ ତୁମ୍ଭେ କ'ଣ ବରଯାତ୍ରୀମାନଙ୍କୁ ଉପବାସ ରେ ରଖି ପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀ-ମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କ’ଣ ଭାବୁଛ, ବିବାହ ଉତ୍ସବରେ ବର ଉପସ୍ଥିତ ଥିବାବେଳେ ବରଯାତ୍ରୀମାନେ ଉପବାସ କରନ୍ତି? କଦାପି ନୁହେଁ!
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ବର, ବରଯାତ୍ରୀ ସହିତ ଥିବା ପର୍ଯ୍ୟନ୍ତ ତୁମ୍ଭେ କ’ଣ ବରଯାତ୍ରୀମାନଙ୍କୁ ଉପବାସରେ ରଖି ପାରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇପାର?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಎಕ್ ಲಗ್ನಾಚ್ಯಾ ಕಾರೆವಾಕ್ ಮನುನ್ ಯಲ್ಲೆ ಸೊಯ್ರೆ.ಲಗ್ನಾಚೊ ನ್ಹವ್ರೊ ಅಪ್ನಾಚ್ಯಾ ವಾಂಗ್ಡಾ ರಾತಾನಾ ಉಪ್ಪಾಸಿ ರ್ಹಾವ್ಕ್ ಹೊತಾ ಕಾಯ್? ನಾ-ಹೊಯ್ನಾ.