Luke 5:35 — Compare Translations
7 translations compared side by side
Odia - 1840
"କିନ୍ତୁ ସମୟ ଆସିବ, ଯେତବେେଳେ ସମାନଙ୍କେ ପାଖରୁ ବରକୁ ଛଡାଇ ନିଆୟିବ। ସେତବେେଳେ ସମାନେେ ଉପବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସମୟ ଆସିବ; ଆଉ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମୟ ଆସିବ, ଯେତେବେଳେ ସେମାନଙ୍କ ନିକଟରୁ ବର ଚାଲିଯିବେ। ସେତେବେଳେ ସେମାନେ ଉପବାସ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କ ପାଖରୁ ବରକୁ ଛଡ଼ାଇ ନିଆଯିବ। ସେତେବେଳେ ସେମାନେ ଉପବାସ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ನ್ಹವ್ರ್ಯಾಕ್ ತೆಂಚ್ಯಾ ಮದ್ನಾ ಕಾಡುನ್ ಘೆವ್ನ್ ಜಾತಲೊ ದಿಸ್ ಯೆತಾ, ತನ್ನಾ ತೆನಿ ಉಪಾಸ್ ಕರ್ತ್ಯಾತ್”, ಮನುನ್ ಜಬಾಬ್ ದಿಲ್ಯಾನ್.