Luke 5:37 — Compare Translations

7 translations compared side by side

Odia - 1840
"କୌଣସି ଲୋକ ପୁରୁଣା ଚମଡା ଥଳିଗୁଡିକରେ ନୂଆ ଦ୍ରାକ୍ଷାରସ ଢାଳେ ନାହିଁ। ଯଦି ସେ ଏପରି କରେ ତବେେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡା ଥଳିଗୁଡିକୁ ଚିରିଦବେ। ଦ୍ରାକ୍ଷାରସ ଢାଳି ହାଇଯେିବ ଓ ଥଳିଗୁଡିକ ନଷ୍ଟ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁରୁଣା ଦ୍ରାକ୍ଷାରସ କୁମ୍ପାରେ କେହି ନୂଆ ଦ୍ରାକ୍ଷାରସ ଢ଼ାଳେ ନାହିଁ, କାରଣ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ଦେବ, ଦ୍ରାକ୍ଷାରସ ସବୁ ଢ଼ାଳି ହୋଇଯିବ ଏବଂ କୁମ୍ପାଗୁଡ଼ିକ ନଷ୍ଟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଲୋକ ପୁରୁଣା ଚମଡ଼ା ଥଳିଗୁଡ଼ିକରେ ନୂଆ ଦ୍ରାକ୍ଷାରସ ଢାଳେ ନାହିଁ। ଯଦି ସେ ଏପରି କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ଥଳିଗୁଡ଼ିକୁ ଚିରିଦେବ। ଦ୍ରାକ୍ଷାରସ ଢାଳି ହୋଇଯିବ ଓ ଥଳିଗୁଡ଼ିକ ନଷ୍ଟ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ (ଚମଡ଼ାରେ ତିଆରି ପାତ୍ରରେ) ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ଫାକୁ (ଚମଡ଼ାରେ ତିଆରି ପାତ୍ରକୁ) ଫଟାଇ ପଡ଼ିଯିବ, ଆଉ କୁମ୍ଫା (ଚମଡ଼ାରେ ତିଆରି ପାତ୍ର) ନଷ୍ଟ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾಹೊಲ್ಯಾರ್, ಕೊನ್ ಬಿ ನ್ಹವೊ ವಾಯ್ನ್ ಜುನ್ನ್ಯಾ ಚಮ್ಡ್ಯಾಚ್ಯಾ ಪಿಸ್ವಿತ್ ಘಾಲಿನಾ. ಘಾಟ್ಲ್ಯಾರ್ ಪಿಸ್ವಿ ಪಿಂಜುನ್ ಸೊಡ್ತಾ, ಮಾನಾ ಸಗ್ಳೆ ವಾಯ್ನ್ ಗಳುನ್ ಜಾವ್ನ್ ಸೊಡ್ತಾ, ಅನಿ ತಿ ಚಮ್ಡ್ಯಾಚಿ ಪಿಸ್ವಿಬಿ ಹಾಳ್ ಹೊವ್ನ್ ಜಾತಾ.