Luke 5:6 — Compare Translations

7 translations compared side by side

Odia - 1840
"କେଉଟମାନେ ସମାନଙ୍କେର ଜାଲ ପାଣି ରେ ପକଇେଲେ। ତାହାଙ୍କର ଜାଲସବୁ ଏତେ ମାଛ ରେ ବୋଝଇେ ହାଇଗେଲା ଯେ ଜାଲସବୁ ଛିଣ୍ଡି ୟିବାକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି ସେମାନଙ୍କ ଜାଲ ଛିଣ୍ତିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଜାଲ ପକାଇଲେ ଓ ଏତେ ମାଛ ପଡ଼ିଲା ଯେ ଜାଲଟି ଛିଣ୍ଡିଯିବା ପରି ହେଲା।
Odia Bible ERV 2004 (ପବିତ୍ର ବାଇବଲ)
କେଉଟମାନେ ସେମାନଙ୍କର ଜାଲ ପାଣିରେ ପକେଇଲେ। ତାହାଙ୍କର ଜାଲସବୁ ଏତେ ମାଛରେ ବୋଝେଇ ହୋଇଗଲା ଯେ ଜାଲସବୁ ଛିଣ୍ଡି ଯିବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜಾಳಿ ಘಾಟ್ಲ್ಯಾನಿ ಅನಿ ತೆಂಕಾ ಭರ್ಪುರ್ ಮಾಸೊಳ್ಯಾ ಗಾವ್ಲ್ಯಾ. ತೆಂಚಿ ಜಾಳಿ ಪಿಂಜುಕ್‍ಯಲ್ಲಿ.