Luke 5:7 — Compare Translations
7 translations compared side by side
Odia - 1840
"ସମାନେେ ସାହାୟ୍ଯ ନିମନ୍ତେ ଅନ୍ୟ ଡଙ୍ଗା ରେ ଥିବା ତାହାଙ୍କର ଅଂଶୀଦାରମାନଙ୍କୁ ଡାକିଲେ। ସାଙ୍ଗମାନେ ଆସିଲେ। ଦୁଇଟି ଯାକ ଡଙ୍ଗା ମାଛ ରେ ଏତେ ଭର୍ତ୍ତି ହାଇଗେଲା ଯେ ଡଙ୍ଗା ଦୁଇଟି ପ୍ରାୟ ବୁଡିୟିବାକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନଙ୍କର ଯେଉଁ ଅଂଶୀଦାରମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନେ ଅନ୍ୟ ନୌକାରେ ଥିବା ସେମାନଙ୍କର ସଙ୍ଗୀମାନଙ୍କୁ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସଙ୍କେତ ଦେଲେ। ସେମାନେ ଆସିଲେ ଓ ଦୁଇଟି ନୌକାକୁ ମାଛରେ ଏପରି ପୂର୍ଣ୍ଣ କଲେ ଯେ ନୌକାଗୁଡ଼ିକ ବୁଡ଼ି ଯିବାର ଆଶଙ୍କା ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସାହାଯ୍ୟ ନିମନ୍ତେ ଅନ୍ୟ ଡଙ୍ଗାରେ ଥିବା ତାହାଙ୍କର ଅଂଶୀଦାରମାନଙ୍କୁ ଡାକିଲେ। ସାଙ୍ଗମାନେ ଆସିଲେ। ଦୁଇଟି ଯାକ ଡଙ୍ଗା ମାଛରେ ଏତେ ଭର୍ତ୍ତି ହୋଇଗଲା ଯେ ଡଙ୍ଗା ଦୁଇଟି ପ୍ରାୟ ବୁଡ଼ିଯିବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್, ತೆನಿ ಸೊನ್ನಿ ಕರುನ್, ಅನಿದುಸ್ರ್ಯಾ ಢೊನಿತ್ಲ್ಯಾಕ್ನಿಬಿ ಬಲ್ವುಲ್ಯಾನಿ, ತೆನಿಬಿ ಯೆಲ್ಯಾನಿ ಅನಿ ದೊನಿಬಿ ಢೊನಿಯಾತ್ನಿ ಮಾಸೊಳ್ಯಾ ಭರ್ಲ್ಯಾನಿ, ದೊನಿಬಿ ಢೊನಿಯಾ ಬುಡುಕ್ ಯೆಲ್ಲ್ಯಾ.