Luke 6:10 — Compare Translations

7 translations compared side by side

Odia - 1840
"ଯୀଶୁ ଚାରିଆଡକୁ ସମସ୍ତଙ୍କ ଉପରେ ଦୃଷ୍ଟି ପକଇେଲେ ଓ ପୁଣି ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ବଢାଅ। ସେ ସହେିଭଳି କଲା ଓ ତା ହାତ ପୁଣି ସୁସ୍ଥ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି ଭଲ ହୋଇଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସମସ୍ତଙ୍କ ଆଡ଼କୁ ଅନାଇ ଲୋକଟିକୁ କହିଲେ, “ତୁମର ହାତ ବମାଅ।” ସେ ସେପରି କଲା ଓ ତା’ର ହାତ ସୁସ୍ଥ ହୋଇଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗ୍ଭରିଆଡ଼କୁ ସମସ୍ତଙ୍କ ଉପରେ ଦୃଷ୍ଟି ପକେଇଲେ ଓ ପୁଣି ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ବଢ଼ାଅ।” ସେ ସେହିଭଳି କଲା ଓ ତା’ ହାତ ପୁଣି ସୁସ୍ଥ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಭೊತ್ಯಾನಿ ಹೊತ್ತ್ಯಾ ಸಗ್ಳ್ಯಾಕ್ನಿ ಬಗಟ್ಲ್ಯಾನ್, ಅನಿ ತ್ಯಾ ಹಾತಾಕ್ ವಾರೆಮಾರಲ್ಲ್ಯಾ ಮಾನ್ಸಾಕ್ “ತುಜೊ ಹಾತ್ ಲಾಂಬ್ ಸೊಡ್” ಮಟ್ಲ್ಯಾನ್. ತೆನಿ ತೆಚೊ ಹಾತ್ ಲಾಂಬ್ ಸೊಡ್ಲ್ಯಾನ್, ಅನಿ ತೆಚೊ ಹಾತ್ ಬರೊ ಹೊಲೊ.