Luke 6:11 — Compare Translations

7 translations compared side by side

Odia - 1840
"ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସମାନେେ ନିଜ ନିଜ ଭିତ ରେ କଥାବାର୍ତ୍ତା କଲେ, ଯୀଶୁଙ୍କ ପାଇଁ କ'ଣ କରାୟିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ କ୍ରୋଧରେ ଉନ୍ମତ୍ତ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମସ୍ତେ କ୍ରୋଧ ଜର୍ଜ୍ଜରିତ ହୋଇ ଯୀଶୁଙ୍କ ପ୍ରତି କ’ଣ କରିବେ, ସେ ବିଷୟରେ ଷଡ଼ଯନ୍ତ୍ର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସେମାନେ ନିଜ ନିଜ ଭିତରେ କଥାବାର୍ତ୍ତା କଲେ, “ଯୀଶୁଙ୍କ ପାଇଁ କ’ଣ କରାଯିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କ'ଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಾರಿಜೆವಾಕ್ನಿ ಅನಿ ಖಾಯ್ದೆ ಸಿಕ್ವುತಲ್ಯಾಕ್ನಿ ರಾಗ್ ಯೆಲೊ, ಅನಿ ತೆನಿ ಅಪ್ನಾ-ಅಪ್ನಾ ಮದ್ದಿಚ್ ಜೆಜುಕ್ ಕಾಯ್ ಕರುಂವಾ? ಮನುನ್ ಬೊಲುನ್ ಘೆವ್ಕ್ ಲಾಗ್ಲ್ಯಾನಿ.