Luke 6:12 — Compare Translations
7 translations compared side by side
Odia - 1840
"ସହେି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସଠାେରେ ପରମେଶ୍ବରଙ୍କୁ ପ୍ରାର୍ଥନା କରିବା ରେ ସାରା ରାତିଟି ବିତଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ଯାପନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ଦିନେ ଯୀଶୁ ଏକ ପାହାଡ଼ ଉପରକୁ ପ୍ରାର୍ଥନା କରିବାକୁ ଗଲେ ଓ ଈଶ୍ୱରଙ୍କଠାରେ ପ୍ରାର୍ଥନା କରି ସମସ୍ତ ରାତ୍ରି ବିତାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କ ବାରଜଣ ପ୍ରେରିତଙ୍କୁ ବାଛିଲେ ସେହି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସେଠାରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାରେ ସାରା ରାତିଟି ବିତେଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸ್ ಜೆಜು ಮಾಗ್ನಿ ಕರುಕ್ ಮನುನ್ ಮಡ್ಡಿ ವರ್ತಿ ಗೆಲೊ, ಅನಿ ಪುರಾ ರಾತ್ ತೆನಿ ದೆವಾಕ್ಡೆ ಮಾಗ್ನಿ ಕರ್ಲ್ಯಾನ್.