Luke 6:13 — Compare Translations

7 translations compared side by side

Odia - 1840
"ତା'ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ଡାକିଲେ। ସେ ସମାନଙ୍କେ ମଧ୍ଯରୁ ବାରଜଣଙ୍କୁ ବାଛିଲେ। ସେ ଏହି ଶିଷ୍ଯମାନଙ୍କୁ 'ପ୍ ରରେିତ' ନାମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭାତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ଦ୍ଵାଦଶ ଜଣଙ୍କୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ପରଦିନ ପ୍ରତ୍ୟୁଷରେ ତାଙ୍କର ଶିଷ୍ୟମାନଙ୍କୁ ପାଖକୁ ଡ଼ାକିଲେ ଓ ସେମାନଙ୍କ ମଧ୍ୟରୁ ବାର ଜଣଙ୍କୁ ମନୋନୀତ କରି “ପ୍ରେରିତ” ନାମ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଡାକିଲେ। ସେ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛିଲେ। ସେ ଏହି ଶିଷ୍ୟମାନଙ୍କୁ ‘ପ୍ରେରିତ’ ନାମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,
Odia IRV 2017 (ଓଡିଆ ବାଇବେଲ)
ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಿಸ್ ಉಜ್ವಾಡಲ್ಲ್ಯಾ ತನ್ನಾ ಅಪ್ನಾಚ್ಯಾ ಸಗ್ಳ್ಯಾ ಶಿಸಾಕ್ನಿ ಅಪ್ನಾಕ್ಡೆ ಬಲ್ವುಲ್ಯಾನ್ ಅನಿ ಅಪೊಸ್ತಲಾ ಮನುನ್ ನಾವ್ ದಿಲ್ಲ್ಯಾ ಬಾರಾ ಜಾನಾಕ್ನಿ ತೆನಿ ಎಚುನ್ ಕಾಡ್ಲ್ಯಾನ್.