Luke 6:14 — Compare Translations
7 translations compared side by side
Odia - 1840
"ସମାନେେ ହେଲେ: ଶିମାନେ ଯାହାଙ୍କୁ ସେ ପିତର ବୋଲି ମଧ୍ଯ ନାମ ଦେଲେ। ଶିମାନଙ୍କେ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ। ଫିଲିପ୍ପ ଓ ବର୍ଥଲମି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଶିମୋନ, ଯାହାଙ୍କୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାଙ୍କ ଭ୍ରାତା ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବର୍ଥଲମି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ହେଉଛନ୍ତି:- ଶିମୋନ (ଯାହାଙ୍କୁ ସେ ପିତର ନାମ ଦେଲେ) ଓ ତାଙ୍କର ଭାଇ ଆନ୍ଦ୍ରିୟ; ଯାକୁବ ଓ ଯୋହନ, ଫିଲିପ୍ ଓ ବାର୍ଥଲୋମି,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ହେଲେ: ଶିମୋନ ଯାହାଙ୍କୁ ସେ ପିତର ବୋଲି ମଧ୍ୟ ନାମ ଦେଲେ। ଶିମୋନଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରୀୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚಿ ನಾವಾ - ಸಿಮಾವ್ ಹೆಕಾ ತೆನಿ ಪೆದ್ರು ಮನುನ್ ನಾವ್ ದಿಲ್ಯಾನ್ ಅನಿ ತೆಚೊ ಭಾವ್ ಅಂದ್ರು; ಜಾಕೊಬ್ ಅನಿ ಜುವಾಂವ್, ಫಿಲಿಪ್ ಅನಿ ಬಾರ್ತೊಲೊಮೆವ್,