Luke 6:16 — Compare Translations

7 translations compared side by side

Odia - 1840
"ଯାକୁବଙ୍କ ପୁତ୍ର ୟିହୂଦା ଓ ଈଷ୍କରିଯୋଥ ୟିହୂଦା ା ପରେ ଏହି ଯିହୁଦା ବିଶ୍ବାସ ଘାତକତା କରି ଯୀଶୁଙ୍କୁ ଶତୃ ହସ୍ତ ରେ ସମର୍ପଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋଥ୍ ଯିହୂଦା ଯେ ବିଶ୍ୱାସଘାତକ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତ ଯିହୂଦା ପରେ ଏହି ଯିହୂଦା ବିଶ୍ୱାସ ଘାତକତା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
Odia IRV 2017 (ଓଡିଆ ବାଇବେଲ)
ଯାକୁବଙ୍କ ପୁତ୍ର ଯିହୂଦା ଓ ଈଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಕೊಬಾಚೊ ಲೆಕ್ ಜುದಾಸ್, ಅನಿ ಜೆಜುಕ್ ಘಾತ್ ಕರಲ್ಲೊ ಜುದಾಸ್ ಇಸ್ಕರಿಯೊತ್.